ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

କଟକ ଜଗତପୁର ମହାଜନପୁରରେ ହୋଇଥିଲା ଭୟଙ୍କର ବାଣ ବିସ୍ଫୋରଣ। ଏଥିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଗତକାଲି ମା’ ଓ ଶିଶୁକୁ ମୃତ ଘୋଷଣା କରିଥିଲେ ଡାକ୍ତର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes