ବାତ୍ୟାପ୍ରବଣ ମେ’ ମାସ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ପ୍ରସ୍ତୁତି ଓ ନିର୍ଦ୍ଦେଶ ନେଇ ଏସ୍ଆରସି ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ପୂର୍ବରୁ ମେ’ରେ ବାତ୍ୟା ହେଉଥିବାରୁ, ଆମେ ପ୍ରସ୍ତୁତି କରିଛୁ ବୋଲି ସେ କହିଛନ୍ତି। ୬ ତାରିଖ ସୁଦ୍ଧା କେବଳ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କୁହାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes