ବାତ୍ୟା ‘ମିଗଜୋମ’ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

୭ରୁ ୧୧ ସେମି ବର୍ଷା ସମ୍ଭାବନା ଥିବା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

କାଲି ଏହି ୫ ଜିଲ୍ଲାରେ ଅତି ପ୍ରବଳ ୭ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି।ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ପୁରୀକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes