ବାତ୍ୟା ସ୍ଥଳଭାଗ ଛୁଇଁବା ବେଳକୁ ଦୁର୍ବଳ ହୋଇପାରେ : ଆଇଏମଡି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଠ ତାରିଖରେ ବାତ୍ୟାରେ ପରିଣତ ହେବ ବୋଲି ଆକଳନ କରାଯାଇଥିଲେ ମଧ୍ୟ ଏହା କେଉଁଠି ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହୋଇ ନଥିବା ପାଣିପାଗ ବିଭାଗ କହିଛି l

ତେବେ ବାତ୍ୟା ସ୍ଥଳଭାଗ ଛୁଇଁବା ପୂର୍ବରୁ ଦୁର୍ବଳ ହୋଇଯାଇପାରେ ଏବଂ 10 ତାରିଖରେ କଟକ ଓ ଭୁବନେଶ୍ୱର ଏବଂ 11 ତାରିଖରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes