ବାପା ଟାଙ୍ଗିଆ ଚୋଟରେ ପୁଅର ମୃତ୍ୟୁ

ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ବରଘାଟ ଗ୍ରାମରେ ଘରୋଇ କଳିକୁ କେନ୍ଦ୍ର କରି ବାପାର ଟାଙ୍ଗିଆ ଚୋଟରେ ପୁଅର ମୃତ୍ୟୁ ହୋଇଛି l ପୁଲିସ ଅଭିଯୁକ୍ତକୁ ଗିରଫ କରି ତଦନ୍ତ କରୁଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes