ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ସସପେଣ୍ଡ

୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଥିବା ବାମରା ତହସିଲଦାର ଅଶ୍ୱିନୀ ପଣ୍ଡାଙ୍କୁ ସସପେଣ୍ଡ କଲେ ସରକାର।

ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ଡ୍ରାଇଭର୍ ପ୍ରବୀଣ କୁମାରଙ୍କ ମାଧ୍ୟମରେ ଲାଞ୍ଚ ନେଉଥିଲେ ତହସିଲଦାର। ୨୦୧୯ ବ୍ୟାଚର OAS ଟପ୍ପର ଥିଲେ ଅଶ୍ୱିନୀ ପଣ୍ଡା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes