ବାରବାଟୀରେ ଆଜି ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା

ଅଢେଇ ବର୍ଷ ପରେ ପୁଣି ବାରବାଟୀରେ ହେବାକୁ ଯାଉଛି ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଆଜି ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । 

ଅପରାହ୍ଣ ୩ଟାରେ ଷ୍ଟାଡିୟମ୍ ଗେଟ୍ ଖୋଲିବ ।ତେବେ ପଡିଆ ଭିତରକୁ ଯିବାକୁ ହେଲେ ଦର୍ଶକଙ୍କୁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ସାଙ୍ଗରେ କେବଳ ମୋବାଇଲ୍ , ଚଷମା, ଟିକେଟ୍ , ମାସ୍କ ନେଇପାରିବେ । ପାଣି ବୋତଲ, ହେଲମେଟ୍, ଖୁଚୁରା ପଇସା ଏବଂ ଖାଇବା ପ୍ୟାକେଟ୍ ନେବା ମନା । ବ୍ୟାଗ୍, ଲାଠି, ଲାଇଟର ଏବଂ ଦିଆସିଲି ବକ୍ସ ନେବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes