ବାରିପଦାରେ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ

ଆଜି ମୟୂରଭଞ୍ଜ ଜିଲ୍ଲା ବାରିପଦା ସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଜିଲ୍ଲା ଶ୍ରମ ଅଧିକାରିଣୀ ମୋନାଲିସା ନାୟକଙ୍କ ତତ୍ୱାବଧାନରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମଦିବସ-୨୦୨୨ ପାଳନ ହୋଇଛି।

ଏହି ଅବସରରେ ମୁଖ୍ୟ ଅତିଥିଭାବେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଓ ବିଧାୟକମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes