ବାରିପଦା ଦିନ ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ

ଦୁର୍ବଳ ମୌସୁମୀ ପ୍ରଭାବରେ ଗତ ୨୪ଘଣ୍ଟା ମଧ୍ୟରେ ବାରିପଦାରେ ୩୫ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଛି।

ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes