ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ

ମେଡିକାଲର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଛି।

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ଆଇସିୟୁ ଓ ୱାର୍ଡରେ ଥିବା ରୋଗୀଙ୍କୁ ସ୍ଥାନାନ୍ତର କରାଯାଉଛି। ନିଆଁ ଲିଭାଇବାକୁ ଦମକଳବାହିନୀ ଉଦ୍ୟମ ଜାରି ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes