ବାଲିହରଚଣ୍ଡୀ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ପୁରୀ ଜିଲ୍ଲା ବ୍ରହ୍ମଗିରି ବାଲିହରଚଣ୍ଡୀ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ମନୋଜ ବେହେରାକୁ ଆନ୍ଧ୍ରପ୍ରଦେଶରୁ ଗିରଫ କରିଛି ପୁରୀ ପୋଲିସ।

ଏହି ଘଟଣାରେ ମୋଟ୍‌ ୪ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ଆଜି ସମସ୍ତଙ୍କର ଡାକ୍ତରୀ ମାଇନା କରାଯିବ। ବାଲିହରଚଣ୍ଡୀ ଜଙ୍ଗଲରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ ଯୁବତୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes