ବାସୁଦେବପୁର ବିଜେଡ଼ି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ

ଆଜି ଭଦ୍ରକ ଜିଲ୍ଲା ବାସୁଦେବପୁର ଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ବିଜେଡ଼ି ପକ୍ଷରୁ ତିଳତର୍ପଣ ସହ ସ୍ମୃତି ଚାରଣ ସଭା କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes