ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ସେଠାରେ କୌଣସି ଟ୍ରେନ୍ ରହିବନି, ତଦନ୍ତ ଚାଲିଥିବାରୁ କୌଣସି ଟ୍ରେନ୍ ସେଠାରେ ଅଟକିବନି ବୋଲି ଦକ୍ଷିଣ ପୂର୍ବ ରେଳପଥ ସିପିଆର୍ଓ ଆଦିତ୍ୟ ଚୌଧୁରୀ କହିଛନ୍ତି।
ପାସେଞ୍ଜର, ମେମୁ କିମ୍ବା କୌଣସି ମାଲବାହୀ ଟ୍ରେନ୍ ଅଟକିବନି। ରିଲେ ପ୍ୟାନେଲ୍ ସିଲ୍ ହୋଇଥିବାରୁ କୌଣସି ଟ୍ରେନ୍ ରହିବନି ବୋଲି ସେ କହିଛନ୍ତି।