ବାହାମ ପଞ୍ଚାୟତ କାର୍ଯ୍ୟାଳୟରେ ବୈଠକ

ଆଜି ସମ୍ବଲପୁର ଜିଲ୍ଲା ଜୁଯୋମୁରା ବ୍ଳକର ବାହାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପଞ୍ଚାୟତର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି ।

ସରପଞ୍ଚ ସରସ୍ୱତୀ ଭୋସାଗରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଵୈଠକରେ ବାହାମ ପଞ୍ଚାୟତ ନିର୍ବାହ ଅଧିକାରୀଙ୍କ ସମେତ ପଞ୍ଚାୟତର ଓ୍ବାର୍ଡ ମେମ୍ବର ମାନେ ଉପସ୍ଥିତ ଥିଲେ । ବୈଠକରେ ବାହାମ ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଦୂର ପାଇଁ ବିଶେଷ ବ୍ୟବସ୍ଥା କରିବାକୁ ନିଷ୍ପତ୍ତି ନିଆଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version