ପଞ୍ଚାୟତ କର୍ମଚାରୀଙ୍କ ଠାରୁ ବିଡିଓଙ୍କ ପାଇଁ ବାୟୋମେଟ୍ରିକ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ପଞ୍ଚାୟତ, ପଞ୍ଚାୟତସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଯଥାଶୀଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।
Credible Local News of Odisha