ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ

ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଚାମ୍ବର ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।

ଘଟଣାସ୍ଥଳରେ ଖାରବେଳନଗର ଥାନା ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes