ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଜଗନ୍ନାଥ ପଟ୍ଟନାୟକ ଗିରଫ କଲା ଭିଜିଲାନ୍ସ। ଜଗନ୍ନାଥଙ୍କ ୪ଟି ସ୍ଥାନରେ ଚଢ଼ାଉ କରି କୋଟି କୋଟି ଟଙ୍କାର ସଂପତ୍ତି ପାଇଛି ଭିଜିଲାନ୍ସ।
ଭୁବନେଶ୍ବରରେ ଗୋଟିଏ, ଗୁଣପୁରରେ ୨ଟି ବହୁତଳ କୋଠା, ଭୁବନେଶ୍ବରରେ ୩ ଦାମୀ ପ୍ଲଟ୍ ସହ ଦେଢ଼ ଏକର ଜମିର ଫାର୍ମ ହାଉସ୍ ଠାବ ହୋଇଛି।