ବିଏମ୍‌ସି କମିଶନର ହେଲେ ଚଞ୍ଚଲ ରାଣା

ରାଜ୍ୟ ସରକାର ପୁରୀ ଜିଲ୍ଲାପାଳ ଚଞ୍ଚଲ ରାଣାଙ୍କୁ ଭୁବନେଶ୍ବର ମହାନଗର ନଗମ (ବିଏମ୍‌ସି)ରେ କମିସନର ପଦବିରେ ନିଯୁକ୍ତି ଦେଇଛନ୍ତି। ବରିଷ୍ଠ ଆଇଏଏସ୍‌ ଅଧିକାରୀ ରୁପା ରୋଶନ ସାହୁଙ୍କ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତି ମିଳିଥିବା ବେଳେ ସଚିନ ରାମଚନ୍ଦ୍ର ଯାଦବଙ୍କ ହାତରେ କ୍ରୀଡ଼ା ଓ ଯୁବ ସେବା ବିଭାଗ ଦାୟିତ୍ବ ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes