ଆଜି ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ତମ ଶ୍ରାଦ୍ଧ ଦିବସରେ ବୌଦ୍ଧ ମହାଣ୍ଡିବ୍ରିଜ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏହି ଉତ୍ସବରେ ବିଧାୟକ ପ୍ରଦୀପ କୁମାର ଅମାତ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦାସ ଏବଂ ବୌଦ୍ଧ ବିଜୁଜନତା ଦଳର ବହୁ ମାନ୍ୟଗଣ୍ୟ ନେତୃବୃନ୍ଦ ମାନେ ଉପସ୍ଥିତ ଥିଲେ।