ବିଜୁ ଜୟନ୍ତୀ ଅବସରରେ ସାଇକେଲ ଶୋଭାଯାତ୍ରା

ସୋନପୁର ଜିଲ୍ଲା ବୀରମହାରାଜପୁର ଠାରେ ‌ଆଜି‌ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳିତ ହୋଇଯାଇଛି।

ଏହି ଅବସରରେ ବିଧାୟକ ପଦ୍ମନାଭ ବେହେରା ଙ୍କ ନେତୃତ୍ବରେ ଏକ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes