ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ଗଣତନ୍ତ୍ର ଦିବସ

ଆଜି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ,ବିଲାସପୁର ପଞ୍ଚାୟତ ରେ ଅବସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ୍, ପାଣ୍ଡିରିପଡା ଠାରେ ଆମ୍ବେଦକର ଦଳିତ ସମାଜ ବିକାଶ ପରିଷଦ, ବୌଦ୍ଧ ତରଫରୁ ଗଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି।

ଏହି ସମାରୋହରେ ସଂଗଠନର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ପିତାମ୍ବର ବିଭାର , ଜିଲ୍ଲା ସମ୍ପାଦକ ଶ୍ରୀଯୁକ୍ତ ବିନୋଦ ବିଭାର, ଜିଲ୍ଲା କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ମହାଦେବ କଲତା ଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା କର୍ମକର୍ତ୍ତା ତଥା ଆମ୍ବେଦକର ଦଳିତ ସମାଜ ବିକାଶ ପରିଷଦ, ବୌଦ୍ଧ ର ପଞ୍ଚାୟତ କର୍ମକର୍ତ୍ତା, ସାମାଜିକ କର୍ମୀ, ବୁଦ୍ଧିଜୀବୀ ଏବଂ ଶିଶୁ ମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes