ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ରାକେଟକୁ ଧରିଲା ପୁଲିସ

ଦଲାଲ ସମେତ ହସ୍ପିଟାଲ ମାଲିକକୁ ମିଶାଇ ମୋଟ୍‌ ୫ ଜଣଙ୍କୁ ଅଟକ ରଖିଛି କଟକ ବାୟାଳିଶ ମୌଜା ଥାନା ପୁଲିସ।

ସେମାନଙ୍କଠାରୁ ଏକାଧିକ ବିଏସକେୱାଇ କାର୍ଡ ଜବତ କରାଯାଇଛି ।ବିଏସକେୱାଇ ହିତାଧିକାରୀମାନଙ୍କୁ ପ୍ରଲୋଭିତ କରି ଏହି ଦଲାଲମାନେ ସେମାନଙ୍କଠାରୁ ବିଏସକେୱାଇ କାର୍ଡ ହାତେଇ ଲକ୍ଷାଧିକ ଟଙ୍କା ଠକୁ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes