ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବିଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ବହିଷ୍କାର ପରେ ପ୍ରଭାତ ବିଶ୍ବାଳ କହିଛନ୍ତି, ମୋତେ ଯେଉଁମାନେ ବହିଷ୍କାର କରିଛନ୍ତି ସେମାନେ ରାତି ଅନିଦ୍ରା ହୋଇନାହାନ୍ତି। ମୁଁ ରାତି ଅନିଦ୍ରା କଷ୍ଟ ପାଇଥିବାରୁ ନବୀନ ନିବାସ ଯାଇଥିଲି, ବିଜୁ ଜନତା ଦଳର ୧୮୮ କୋଟି ଟଙ୍କା ଅଛି। ସେମାନେ ଦସ୍ତଖତ କରି ପ୍ରାର୍ଥୀ ହେବା କିପରି ସମ୍ଭବ, ସମୟ ଆସିଗଲା, ସତ୍ୟ ପ୍ରକାଶିତ ହେବ କହିଛନ୍ତି ପ୍ରଭାତ।