ବିଜେଡିରେରେ ମିଶିଲେ ମୀନତି

କୋଟିଏରୁ ଅଧିକ ଟଙ୍କାର ନିଜ ସମ୍ପତ୍ତି ରିକ୍ସା ଚାଳକଙ୍କ ନାମରେ ଲେଖି ଦେଇଥିବା କଟକ ସୁତାହାଟର ମହିଳା ମୀନତି ପଟ୍ଟନାୟକ ଆଜି ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି।

ଏହି ଅବସରରେ ଓଡ଼ିଶା ମୋ ପରିବାର କଟକ ସିଟି ସଂଯୋଜକ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes