ବିଜେଡିରେ ମିଶିଲେ ଚିରଞ୍ଜୀବ ବିଶ୍ବାଳ

ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଆଜି ଶଙ୍ଖ ଭବନରେ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି।

ଗତକାଲି ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes