ବିଜେଡିରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ

ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି।

ଏହି ସମୟରେ ଟୁକୁନି ସାହୁ, ସସ୍ମିତ ପାତ୍ର, ଅଧିରାଜ ପାଣିଗ୍ରାହୀ ଉପସ୍ଥିତି ଥିଲେ। ଗତକାଲି ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes