ବିଜେଡିରେ ଯୋଗଦେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ

ଅରବିନ୍ଦ ଆଜି ନବୀନ ନିବାସ ଆସି ବିଜେଡିରେ ସାମିଲ ହୋଇଛନ୍ତି।

ପ୍ରତାପ ଦେବ, ଅତନୁ ନାୟକ, ଅଂଶୁମାନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes