ବିଜେଡିର ଜାତୀୟ ମୁଖପାତ୍ର ଭାବେ ସଂତୃପ୍ତ ମିଶ୍ରଙ୍କୁ ଦାୟିତ୍ୱ

ଯୋଗ ଦେବା କ୍ଷଣି ବିଜେଡିରେ ନୂଆ ଦାୟିତ୍ୱ ପାଇଲେ ସଂତୃପ୍ତ ମିଶ୍ର।

ସଂଜୟ ଦାସବର୍ମାଙ୍କୁ ମଧ୍ୟ ମୁଖପାତ୍ର ଦାୟିତ୍ୱ ଦେଲେ ସୁପ୍ରିମୋ ନବୀନ ପଟ୍ଟନାୟକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes