ବିଜେଡିର 4 ରାଜ୍ୟସଭା ପ୍ରାର୍ଥୀଙ୍କ ନାମାଙ୍କନ

ବିଜେଡିର ଚାରିଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସୁଲତା ଦେଓ, ଡ. ସସ୍ମିତ ପାତ୍ର ଏବଂ ନିରଞ୍ଜନ ବିଶି ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes