ବିଜେଡି କଂଗ୍ରେସ ମେଣ୍ଟ ହୋଇପାରେ: ଭକ୍ତ

ବିଜେଡି-କଂଗ୍ରେସ ମେଣ୍ଟ ନେଇ ପିସିସି ସଭାପତି କହିଛନ୍ତି ଯେ, ହାଇକମାଣ୍ଡ ଚାହିଁଲେ ବିଜେଡି-କଂଗ୍ରେସ ମେଣ୍ଟ ହୋଇପାରେ, ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନରେ ହାଇକମାଣ୍ଡ ଚାହିଁଲେ ମେଣ୍ଟ ହେବ।

ଏଆଇସିସି ଯଦି ନିଷ୍ପତ୍ତି ନିଏ, ତାହାଲେ ଉଭୟ ଦଳ ମେଣ୍ଟ କରିପାରୁ। ଖୋର୍ଦ୍ଧା କଂଗ୍ରେସ କାର୍ଯ୍ୟଳୟ ଉଦ୍‌ଘାଟନ ବେଳେ ଏପରି କହିଛନ୍ତି ଭକ୍ତ ଦାସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes