ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ଅମରିଆ ଠାରେ ଆଜି ମଧ୍ୟାହ୍ନରେ ବିଜେଡିର ଏକ କର୍ମୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଏଥିରେ ୪ନଂ ଜୋନର ଜିଲ୍ଲା ପରିଷଦ ରଶ୍ମିତା ମହାପାତ୍ର ଉପସ୍ଥିତ ରହି ଆଗାମୀ ନିର୍ବାଚନରେ ଦଳକୁ ସୁଦୃଢ ପାଇଁ ସମସ୍ତଙ୍କୁ ଆହ୍ୱାନ କରିଥିଲେ ।
Credible Local News of Odisha