ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା

ବିଜେଡି ଛାଡ଼ିଲେ ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଲେ। ଗତକାଲି ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା, ବସ୍ତା ବ୍ଲକ ଅଧ୍ୟକ୍ଷା ବିଜେଡି ଛାଡ଼ିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes