ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସାରା ରାଜ୍ୟରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ଉପରେ ଲୋକଙ୍କୁ ସଚେତନ ପାଇଁ ଆଜି ବିନିକାର ପ୍ରସିଦ୍ଧ ଶୈବପୀଠ ଚରଦାସ୍ଥିତ କପିଳେଶ୍ୱର ପୀଠରୁ ଯୋଗେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା।
ଏଥିରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ସମେତ ସତାଧିକ ବିଜେଡ଼ି କର୍ମୀ ସାମିଲ ହୋଇ ସହର ପରିକ୍ରମା କରିଥିଲେ ।