ବିଜେଡି ନେତା ରାଜା ଚକ୍ରଙ୍କୁ ମିଳିଲା ଅନ୍ତରୀଣ ଜାମିନ୍‌

କେନ୍ଦୁଝର ସଦର ଥାନାର ଗୋଟିଏ ମାମଲାରେ ୧୫ ଦିନିଆ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍‌ ଦେଲେ ଜିଲ୍ଲା ଦୌରାଜଜ୍‌।

ଶ୍ବଶୁରଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ ଯୋଗ ଦେବାକୁ ଅନ୍ତରୀଣ ଜାମିନ୍‌ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes