ବିଜେଡି ପକ୍ଷରୁ ୮ ଘଣ୍ଟିଆ ସାଲେପୁର ବନ୍ଦ ପାଳନ

ସାଲେପୁରକୁ ଏନଏସି ଘୋଷଣା ଦାବିରେ ବିଜେଡି ବନ୍ଦ ପାଳନ କରୁଛି।ସାଲେପୁର ସହରରେ ଦୋକାନ ବଜାର, ଗାଡ଼ି ଚଳାଚଳ ବନ୍ଦ ରହିଛି।
କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବିଜେଡି କର୍ମୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes