ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ

ବରପଦା ଇଂଜିନିୟରିଂ କଲେଜ ଜମି ମାମଲାରେ ପ୍ରଫୁଲ୍ଲଙ୍କ ସହ ପୁଅ ପ୍ରୟାସକାନ୍ତିଙ୍କୁ ମଧ୍ୟ ସମନ କରିଛି ଇଡି।

ଡକ୍ୟୁମେଣ୍ଟ ସହ ହାଜର ହେବାକୁ ସମନ କଲା ଇଡି। ଅନ୍ୟପଟେ ଇଡି ରେଡ୍‌ ପରେ ଭଦ୍ରକ ନୂଆବଜାର ସ୍ଥିତ ଘରେ ପ୍ରଫୁଲ୍ଲ ସାମଲଙ୍କୁ ଭେଟିଲେ ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ସଞ୍ଜୟ ଦାସବର୍ମା, ସାଂସଦ ମଞ୍ଜୁଲତା ମଣ୍ଡଳ, ବିଧାୟକ ସଞ୍ଜୀବ ମଲ୍ଲିକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes