ବିଜେଡି ବିଧାୟକ ଶଶିଭୂଷଣ ବେହେରା ଓ ତାଙ୍କ ପରିବାର ନାଁରେ ଏତଲା

ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶଶିଭୂଷଣ ବେହେରା, ତାଙ୍କ ପୁଅ ଓ ପତ୍ନୀଙ୍କ ନାଁରେ ଯୌତୁକ ନିର୍ଯାତନା ଓ ମାରପିଟ ନେଇ ବାଙ୍କୀ ଥାନାରେ ଏତଲା ଦେଇଛନ୍ତି ଶଶିଭୂଷଣଙ୍କ ବୋହୂ ।

ବାହାଘର ପରେ ଶାଶୁଘର ଲୋକେ ୪୦ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି । ୪୦ ଲକ୍ଷ ଦାବିରେ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଏତଲାରେ କୁହାଯାଇଛି । ବୋହୂଙ୍କ ଏତଲା ଆଧାରରେ ମାମଲା ରୁଜୁ କଲା ବାଙ୍କୀ ଥାନା ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes