ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶଶିଭୂଷଣ ବେହେରା, ତାଙ୍କ ପୁଅ ଓ ପତ୍ନୀଙ୍କ ନାଁରେ ଯୌତୁକ ନିର୍ଯାତନା ଓ ମାରପିଟ ନେଇ ବାଙ୍କୀ ଥାନାରେ ଏତଲା ଦେଇଛନ୍ତି ଶଶିଭୂଷଣଙ୍କ ବୋହୂ ।
ବାହାଘର ପରେ ଶାଶୁଘର ଲୋକେ ୪୦ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି । ୪୦ ଲକ୍ଷ ଦାବିରେ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଏତଲାରେ କୁହାଯାଇଛି । ବୋହୂଙ୍କ ଏତଲା ଆଧାରରେ ମାମଲା ରୁଜୁ କଲା ବାଙ୍କୀ ଥାନା ପୁଲିସ।