କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଡୁମୁରିଆସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ପାଟଣା ନିର୍ବାଚନ ମଣ୍ଡଳୀର ନବ ନିର୍ବାଚିତ ବିଜେଡି ସମର୍ଥିତ ପଞ୍ଚାୟତ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।
ଆୟୋଜିତ ସଭାକୁ ଜିଲ୍ଲା କୃଷକ ସଭାପତି ଦୀପକ ରାଜଙ୍କ ସଂଯୋଜନାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇଥିଲେ।