ବିଜେପିରେ ଯୋଗଦେଲେ ତେଜେଶ୍ବର ପରିଡ଼ା

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଓ ସହ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ଆଜି ତେଜେଶ୍ବର ପରିଡ଼ା ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି।

ଏହା ପୂର୍ବରୁ ଆଜି ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes