ବିଜେପିର ଅସଂଗଠିତ ଶ୍ରମିକ ସମ୍ମିଳନୀ

ସାମାଜିକ ନ୍ୟାୟ ପକ୍ଷ ପାଳନ ଅବସରରେ ବିଜେପି ପକ୍ଷରୁ ଭୁବନେଶ୍ୱର ନୂଆପଲ୍ଲୀ ଦୁର୍ଗାପୂଜା ମଣ୍ଡପଠାରେ ଅସଂଗଠିତ ଶ୍ରମିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି l

ଏଥିରେରେ ଦଳୀୟ ନେତୃବୃନ୍ଦଙ୍କ ସହ ରାଜ୍ୟ ସଭାପତି ସମୀର ମହାନ୍ତି ଯୋଗଦେଇ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣକାରୀ ବିଭିନ୍ନ ଯୋଜନାରେ ଲାଭାନ୍ବିତ ହିତାଧିକାରୀଙ୍କୁ ସମ୍ମାନିତ କରିଥିଲେ l ସେ କହିଥିଲେ, ମୋଦି ସରକାର ୩୮ କୋଟି ଅସଂଗଠିତ ଶ୍ରମିକମାନଙ୍କ ପାଇଁ ସାମାଜିକ ସୁରକ୍ଷା ପାଣ୍ଠିର ବ୍ୟବସ୍ଥା କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes