ବିଜେପିର ବଳିଦାନ ଦିବସ

ଅଖଣ୍ଡ ଭାରତର ଲଢେଇ ଲଢି ବଳିଦାନ ଦେଇଥିବା ଦେଶର ମହାନ ସୁପୁତ୍ର ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଆଜି ବଳିଦାନ ଦିବସ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବୁଦ୍ଧିଜୀବୀ ପ୍ରକୋଷ୍ଠ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି l

ଆୟୋଜିତ ସଭାରେ ସାଂସଦ ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ଅନ୍ୟାନ୍ୟ ନେତୃବୃନ୍ଦ ଯୋଗଦେଇ ଉପସ୍ଥିତ କର୍ମୀଙ୍କୁ ସମ୍ବୋଧନ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes