ବିଜେପି ଓବିସି ମୋର୍ଚ୍ଚାର ଜିଲ୍ଲା କାର୍ଯ୍ୟକାରିଣି ବୈଠକ

ବାଲେଶ୍ଵର ଜିଲ୍ଲା କାର୍ଯ୍ୟାଳୟରେ ଆଜି ପୂର୍ବାହ୍ନରେ ବିଜେପି ଓବିସି ମୋର୍ଚ୍ଚାର କାର୍ଯ୍ୟକାରିଣି ବୈଠକ ଅନୁଷ୍ଠିତ ହୋଇଛି।

ଏଥିରେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ,ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର,ପରଶୁରାମ ପରିଡା ଓ ଅନ୍ୟ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes