ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ

୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ ଦେଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍।

ବିଏମସି ଅଧିକାରୀଙ୍କୁ ମାଡ଼ ଘଟଣାରେ ଗିରଫ ହୋଇଥିଲେ ଜଗନ୍ନାଥ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes