ବିଜେପି ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା

ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ ବେଳେ ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ଏହି ବନ୍ଦ ପାଳନ କରୁଛି ବିଜେପି।

ରାଇରଙ୍ଗପୁର, କରଞ୍ଜିଆ, ଉଦଳାର ବିଭିନ୍ନ ସ୍ଥାନରେ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି। ୧୮ ଓ ୪୯ ନମ୍ବର ଏନ୍‌ଏଚ୍‌ ଅବରୋଧ କରିଛନ୍ତି ବିଜେପି କର୍ମକର୍ତ୍ତା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes