ରାଜ୍ୟରେ ବିଜେପି ସରକାରର ୨ ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିବା ନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।
ସ୍ବତନ୍ତ୍ର ଉତ୍ସବ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଖର୍ଚ୍ଚ କାଟ କରାଯାଉଛି, ପ୍ରଧାନମନ୍ତ୍ରୀ ଆସିଲେ ନିରାଡମ୍ବର ଉତ୍ସବ ହେବ କହିଛନ୍ତି ମନ୍ତ୍ରୀ।