ବିଜେପି ସରକାର ଆସିଲେ ଆୟୁଷ୍ମାନ କାର୍ଡ ମିଳିବ : ରାଜନାଥ

ଗରିବ ହେଉ କି ଧନୀ, ସମସ୍ତଙ୍କୁ ଆୟୁଷ୍ମାନ ସୁବିଧା ମିଳିବ ବୋଲି ଭବାନୀପାଟଣା ସଭାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି।

କଂଗ୍ରେସ ସବୁ ବେଳେ ନକରାତ୍ମକ ରାଜନୀତି କରିଥାଏ। ଆମ ସରକାର ଆସିବା ପରେ ଆତଙ୍କବାଦୀ ଆକ୍ରମଣ କମିଛି କହିଛନ୍ତି ରାଜନାଥ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes