ବିଜୟ ଅମୃତ କୁଲାଙ୍ଗେ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ

ରାଜ୍ୟ ସରକାର ଆଜି ଆଇଏଏସ ସ୍ତରରେ ଅଦଳବଦଳ କରିଥିବା ବେଳେ ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ବ ଏବଂ ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ ମିଳିଛି। ସେ ଓମଫେଡର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ଵ ତୁଲାଇବେ।

ପ୍ରେମଜିତ୍ ନାୟକ ST/SC ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଏବଂ ପି. ଅନ୍ୱେଷା ରେଡ୍ଡୀଙ୍କୁ IGR କଟକର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes