ବିଡ଼ି ମାଗିବାକୁ ନେଇ ଇଚ୍ଛାପୁର ଛକରେ ହତ୍ୟା

ଏହି ଘଟଣାରେ ସାବରଙ୍ଗ ଥାନା ପୋଲିସ୍ ୨ ଜଣଙ୍କୁ ଗିରଫ କରିଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଭଦ୍ରକ ସଦର SDPO।

ଗତ ୯ ତାରିଖରେ ବିଡ଼ି ମଗାକୁ ନେଇ ମାରପିଟ ହୋଇଥିଲା। ୨୦ ତାରିଖରେ ଗୁରୁତର ଗୋଲକ ମଣ୍ଡଳଙ୍କ ମୃତ୍ୟୁ ହୋଇଥିଲା। ସାବରଙ୍ଗ ଥାନାରେ ଅଭିଯୋଗ ପରେ କାରଣ ଖୋଜୁଥିଲା ପୋଲିସ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes