ବିଦେଶିନୀଙ୍କୁ ଅସଦାଚରଣ ଅଭିଯୋଗ, ସେବାୟତ ଗିରଫ

ଲିଙ୍ଗରାଜ ମନ୍ଦିରର ଐତିହ୍ୟ ବିଷୟରେ ବୁଝେଇବା ଆଳରେ ଅସଦାଚରଣ କରିଥିଲେ ସେବାୟତ।

ଅଭିଯୁକ୍ତ ସେବାୟତ କୁନ୍ଦନ ମହାପାତ୍ର ଓରଫ କୁଣ୍ଡୁକୁ ଗିରଫ କରିଛି ଲିଙ୍ଗରାଜ ଥାନା ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes